The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

 ଏଠି ପ୍ରେମ କରିବା ମହଙ୍ଗା ପଡିଗଲା । ବିଶ୍ୱାସ କରିବା ଭୂଲ୍ ହୋଇଗଲା । ଯେଉଁ ଆଶା ବିଶ୍ୱାସରେ ପ୍ରେମିକା ପ୍ରେମିକକୁ ମନ ଦେଇବସିଥିଲା କିଛି କ୍ଷଣରେ ସବୁ ପାଣି ଫୋଟକା ପରି ଫାଟିଗଲା । ପ୍ରେମିକ ସାହିଲ ଖାଁ ପାଲଟିଲା ରାକ୍ଷସ ।  ସାମାନ୍ୟ ଝଗଡାରୁ କିଛି କ୍ଷଣ ପାଇଁ ପ୍ରେମ ହେଲା ସବୁଠୁ ବଡ କଣ୍ଟା । ନୃଶଂସତାର ସବୁ ସୀମା ଟପିଗଲା ପ୍ରେମିକ । ଆଉ ପ୍ରେମିକାକୁ ରାସ୍ତାରୁ ହଟାଇବା ପାଇଁ ନିଷ୍ପତ୍ତି ନେଲା ସାହିଲ ଖାଁ । ଥରେ ନୁହଁ 20 ଥର ନିର୍ମମ ଭାବରେ ଛୁରୀରେ ଭୁଷି ହତ୍ୟା କଲା । ଏପରିକି କାଳେ ପ୍ରେମିକା ବଞ୍ଚିଯାଇଥିବ ସେଥିପାଇଁ ବାରମ୍ବାର ପଥରରେ ଛେଚି ମୁହଁ ନଷ୍ଟ କରିଦେଲା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଦିଲ୍ଲାରେ । ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । 

ଦିଲ୍ଲୀର ସାହାବାଦ ଡାଏରୀ ଅଞ୍ଚଳରେ 16 ବର୍ଷର ସାକ୍ସୀ 20 ବର୍ଷର ପ୍ରେମିକ ସାହିଲ୍ ଦୁହେଁ ଦୀର୍ଘ ଦିନ ହେଲା ସମ୍ପର୍କରେ ଥିଲେ । ମୃତ ନାବାଳିକା ଜଣଙ୍କ ସାଙ୍ଗର ପୁଅ ଜନ୍ମଦିନରେ ସାମିଲ ହେବାକୁ ଚାହୁଁଥିଲେ । ହେଲେ ପ୍ରମିକଙ୍କୁ ଏହା ନାପସନ୍ଦ ଥିଲା । ସେଥିପାଇଁ ସେ ତାଙ୍କୁ ସେଠାକୁ ଯିବାକୁ ବାରଣ କରୁଥିଲେ । ହଠାତ୍ ଗତକାଲି ଝଗଡା ହେଲା । ଆଉ ଏକ ଛୁରୀରେ ଭୁଷି ସାକ୍ସୀକୁ ସବୁଦିନ ପାଇଁ ରାସ୍ତାରୁ ହଟାଇଦେଲା । ଏପରିକି ପ୍ରେମିକା ମୁହଁକୁ କେହି ଯେପରି ନ ଚିହ୍ନି ପାରନ୍ତୁ ସେଥିପାଇଁ ପଥରରେ ଛେଚି ଛେଚି ନଷ୍ଟ କରିଦେଲା । 

ଆଇପିସି ଧାରା 302 ଆଧାରରେ ଏକ ମାମଲା ରୁଜୁ ହୋଇଥିବାବେଳେ ଯୁବକ ଜଣଙ୍କ ଫେରାର୍ ହୋଇଯାଇଥିଲା । ଶେଷରେ ଆଜି ତାକୁ ଉତ୍ତରପ୍ରଦେଶ ବୁଲନ୍ଦସହରରୁ ଗିରଫ କରି ପଚରାଉଚରା କରୁଛି ପୋଲିସ ।  ଅନ୍ୟପଟେ ଏହି ଘଟଣାକୁ ନିନ୍ଦା କରିଛି ବିଜେପି । ଏହାସହ ଜାତୀୟ ମହିଳା କମିଶନ ଚେୟାରମ୍ୟାନ୍ ରେଖା ଶର୍ମା ଦିଲ୍ଲୀ କମିଶନରଙ୍କୁ ଚିଠି ଲେଖି ଏହି ଘଟଣାର ନିରପେକ୍ଷ ତଦନ୍ତ କରିବାକୁ କହିଛନ୍ତି ।  

Author Image

Independence News

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା