The Independence:They-performed-Namaz-3-times-nobody-objected-Ex-Army-man-thrashed-by-pantry-car-staff-after-he-sits-down-to-chant-Mantras-case-filed

ଦିଲ୍ଲୀରୁ ବିଶାଖାପାଟଣା ଯାଉଥିବା ସ୍ୱର୍ଣ୍ଣ ଜୟନ୍ତି ଏକ୍ସପ୍ରେସରେ ଜଣେ ଅବସରପ୍ରାପ୍ତ ସୈନିକ ଟ୍ରେନ ଭିତରେ ତିନି ଥର ନମାଜ ହେବାର ବିରୋଧ କରି ନିଜେ ତଳେ ବସି ମନ୍ତ୍ର ପାଠ କରିବାରୁ ସେହି ଟ୍ରେନରେ ଥିବା ରୋଷେଇଆ କର୍ମଚାରୀମାନଙ୍କ ଦ୍ୱାରା ମାଡ ଖାଇ ଆହତ ହୋଇଛନ୍ତି । 

ଟ୍ରେନରେ ଥିବା ପ୍ୟାଂଟ୍ରି କାର ମ୍ୟାନେଜର, କର୍ମଚାରି, ରୋଷେଇଆଙ୍କ ବିରୋଧରେ ଥାନାରେ ମୋକଦ୍ଦମା ହୋଇଛି । ଦୈନିକ ଭାସ୍କରକୁ ଦେଇଥିବା ପ୍ରତିକ୍ରିୟାରେ ଅବସରପ୍ରାପ୍ତ ସୈନିକ ବିଳାଶ ନାୟକ କହିଛନ୍ତି ଯେ ଟ୍ରେନ ଭିତରେ ତିନି ଥର ନମାଜ ବୋଲି ମୁସଲିମମାନେ ରାସ୍ତା ଅବରୋଧ କରିବା ସହିତ ଅନ୍ୟମାନଙ୍କୁ ଅସୁବିଧାରେ ପକାଉଥିଲେ । କିନ୍ତୁ ସେ ଯେତେବେଳେ ମନ୍ତ୍ର କରିବା ଆରମ୍ଭ କଲେ ତାଙ୍କ ଉପରେ ଆକ୍ରମଣ ହେଲା । 

ସେହି ଟ୍ରେନରେ ହଜରତ ନିଜାମ୍ମୁଦିନରୁ ବିଳାଶ ନାୟକ ଚଢିଥିଲେ । ସେହି ବଗିରେ କିଛି ମୁସଲିମ ମଧ୍ୟ ଚଢିଥିଲେ । ସେମାନେ ଜାଣିଶୁଣି ତିନି ଥର ନମାଜ କରିବା ସହିତ ଅନ୍ୟ ଯାତ୍ରୀମାନଙ୍କୁ ଯିବା ଆସିବା କରିବା ପାଇଁ ଦେଉ ନଥିଲେ । ଏବେ ମଧ୍ୟ ପ୍ରଦେଶର ବେଟୁଲ ଷ୍ଟେସନରେ ଆଇପିସି ୨୯୪, ୩୨୨, ୩୪ ଧାରା ଆଧାରରେ ମାମଲା ରୁଜୁ ହୋଇଛି । 

Author Image

Independence News

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା