The Independence:Union-Ministers-response-to-allegations-of-BJP-breaking-BJD

ପ୍ରଜାତନ୍ତ୍ରରେ କେହି କାହାକୁ ଭାଙ୍ଗେ ନାହିଁ, ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି - ଧର୍ମେନ୍ଦ୍ର ପ୍ରଧାନ

ବିଜୁ ଜନତା ଦଳର ପ୍ରଧାନମନ୍ତ୍ରୀ ଚେହେରା କିଏ, ଏହା ସେମାନେ ସ୍ପଷ୍ଟ କରିବେ କି ? 

ଏଥର ସମ୍ବଲପୁର ଓଡ଼ିଶା ରାଜନୀତିର ନିର୍ଣ୍ଣୟ କରିବ 

ଯେଉଁମାନେ ଦୀର୍ଘ ୨୪ ବର୍ଷ ଧରି ଶାସନ କଲେ, ସେମାନେ ଓଡ଼ିଶାର ମୌଳିକ ସମସ୍ୟା ପ୍ରସଙ୍ଗରେ ବିଜେପି ପ୍ରଶ୍ନର ଉତ୍ତର କାହିଁକି ଦେଉନାହାନ୍ତି ?

ସୁନା ଚାମଚ ନେଇ ଜନ୍ମ ହୋଇଥିବା ଲୋକ ଗରିବର ଦୁଃଖ ବୁଝନ୍ତି ନାହିଁ  

ପ୍ରଧାନମନ୍ତ୍ରୀ ମୋଦୀ ଗରିବ ପରିବାରର ପିଲା, ସେ ଗରିବଙ୍କ କଲ୍ୟାଣ କରିବେ 

ଓଡ଼ିଶାବାସୀଙ୍କର ପ୍ରଧାନମନ୍ତ୍ରୀଙ୍କ ପ୍ରତି ଥିବା ବିଶ୍ୱସନୀୟତା ଭୋଟରେ ପ୍ରତିଫଳିତ ହେବ

ଅଧିକ ଭୋଟ୍ ଦେବା ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଅଭିଯାନ ପ୍ରଶଂସନୀୟ

ଗଣତନ୍ତ୍ରକୁ ମଜଭୂତ୍ କରିବା ପାଇଁ ହେଲେ ଅଧିକ ଭୋଟ୍ ହେବା ଦରକାର 

ସମ୍ବଲପୁର, ମଇ ୦୯ – ଶାସକ ଦଳ ବିଜେଡି ମଧ୍ୟରେ ଡର ପଶିଗଲାଣି । ପ୍ରଜାତନ୍ତ୍ରରେ କେହି କାହାକୁ ଭାଙ୍ଗେ ନାହିଁ । ଲୋକଙ୍କୁ ଠକିଲେ ହିଁ ଲୋକମାନେ ତାକୁ ହିଁ ଭାଙ୍ଗି ଦିଅନ୍ତି । ଓଡ଼଼ିଆ ଲୋକମାନେ ଏଥର ବିଜେଡିକୁ ହରାଇ ଦଳକୁ ଭଙ୍ଗେଇ ଦେବେ ବୋଲି ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।   

ଓଡ଼ିଶାବାସୀଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ବିଶ୍ୱସନୀୟତା ଏଥର ରାଜ୍ୟର ବିଧାନସଭା ଓ ଲୋକସଭା ଭୋଟରେ ପ୍ରତିଫଳିତ ହେବ । ଆମର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନରେନ୍ଦ୍ର ମୋଦୀ । ବିଜୁ ଜନତା ଦଳର ପ୍ରଧାନମନ୍ତ୍ରୀ ଚେହେରା କିଏ, ଏହା ସେମାନେ ସ୍ପଷ୍ଟ କରିବେ କି ? ଏଥର ଓଡ଼ିଶାବାସୀ ୨୧ରୁ ୨୧ ଲୋକସଭା ପାଇଁ ଆଶୀର୍ବାଦ କରିବେ । କାରଣ ମୋଦୀ ଓଡ଼ିଶାର ଅନେକ ବିକାଶ ମୂଳକ ଯୋଜନା କରିଥିବାରୁ ଲୋକଙ୍କ ଭରସା ବଢିଛି । ଗତ ୧୦ ବର୍ଷରେ ଓଡ଼ିଶାକୁ ୧୮ ଲକ୍ଷ କୋଟି ଟଙ୍କାର ଅନୁଦାନ ଆସିଛି । ୩୪ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିଛି । ୫୦ ଲକ୍ଷ ଚାଷୀ କୃଷକ ସମ୍ମାନ ନିଧିରେ ଟଙ୍କା ପାଇଛନ୍ତି । ମନରେଗାରେ ରେକର୍ଡ ପରିମାଣର ଅନୁଦାନ ଆସିଛି ।   

ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ୨୪ ବର୍ଷ ହେଲା ଗୋଟିଏ ସରକାର ଶାସନରେ ରହି ଓଡ଼ିଶାକୁ ଅବହେଳିତ କରି ରଖିଛନ୍ତି । କଂଗ୍ରେସ ଲମ୍ବା ବର୍ଷ ଧରି ଶାସନରେ ରହିଲା । ବିଜେଡିକୁ ୨୪ ବର୍ଷ ଧରି ଅବସର ମିଳିଲା । ଏଥର ବିଜେପିକୁ ସୁଯୋଗ ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି । ଓଡ଼ିଶାରେ ସମ୍ଭାବନା ଥିବା ସତ୍ତ୍ୱେ ଗରିବ କାହିଁକି ? ଯୁବକ କାମ ଧନ୍ଦା ନ ପାଇ ଦାଦନ କାହିଁକି ଯାଉଛନ୍ତି ? ବିଦ୍ୟାଳୟରେ ଶିକ୍ଷକ, ଡାକ୍ତରଖାନାରେ ଡାକ୍ତର ନାହାନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ  ହିଞ୍ଜିଳିରେ ଶୀତଳ ଭଣ୍ଡାର ନାହିଁ । ଆଦିବାସୀ ଜମି ବିକ୍ରି କରିବାର ଷଡ଼ଯନ୍ତ୍ର ସରକାର କରିଥିଲେ । ବିଜେପିକୁ ସୁଯୋଗ ଦିଆଗଲେ ଓଡ଼ିଶାକୁ ଏକ ନମ୍ବର କରାଯିବ ବୋଲି ମୋଦୀ ଗ୍ୟାରେଣ୍ଟି ଦେଇଛନ୍ତି ।  ହେଲେ ଏଠାକାର ନେତା ମୋଦୀଙ୍କୁ ଟାହିଟାପରା କରୁଛନ୍ତି । ୨୪ ବର୍ଷ ପ୍ରତାରଣା କରି ବିଜେଡି ମିଛ କହୁଛି ନା ୧୦ ବର୍ଷରେ ବିକାଶ କରି ମୋଦୀ ମିଛ କହୁଛନ୍ତି ?  ଯେଉଁମାନେ ଦୀର୍ଘ ୨୪ ବର୍ଷ ଧରି ଶାସନ କଲେ, ସେମାନେ ଓଡ଼ିଶାର ମୌଳିକ ସମସ୍ୟା ପ୍ରସଙ୍ଗରେ ବିଜେପି ପ୍ରଶ୍ନର ଉତ୍ତର କାହିଁକି ଦେଉନାହାନ୍ତି ? ସୁନା ଚାମଚ ନେଇ ଜନ୍ମ ହୋଇଥିବା ଲୋକ ଗରିବର ଦୁଃଖ ବୁଝନ୍ତି ନାହିଁ । ପ୍ରଧାନମନ୍ତ୍ରୀ ମୋଦୀ ଗରିବ ପରିବାରର ପିଲା । ସେ ଗରିବଙ୍କ କଲ୍ୟାଣ କରିବେ । ଓଡ଼ିଶା ମୋଦୀଙ୍କ ନେତୃତ୍ୱରେ ବିକାଶ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।   

ଗଣମାଧ୍ୟମର ପୃଥକ ପ୍ରଶ୍ନରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆମ ରାଜ୍ୟ ଓ ଦେଶର ପ୍ରଜାତନ୍ତ୍ର ବହୁତ ମଜଭୂତ୍ ।ସମ୍ବଲପୁର ରାଜ୍ୟ ରାଜନୀତିର ଗୋଟିଏ ବଡ ପେଣ୍ଠସ୍ଥଳୀ । ଏଥର ସମ୍ବଲପୁର ଓଡ଼ିଶା ରାଜନୀତିର ନିର୍ଣ୍ଣୟ କରିବ ।  ସମ୍ବଲରପୁର ଏଥର ଯାହା ନିର୍ଣ୍ଣୟ କରିବ, ଓଡ଼ିଶା ହିଁ ସେହି ନିର୍ଣ୍ଣୟକୁ ଦୋହରାଇବ । ସମ୍ବଲପୁର ମୋଦୀଙ୍କ ସାଙ୍ଗରେ ଅଛି । 

ସେ ଆହୁରି କହିଛନ୍ତି ଯେ ଗଣତନ୍ତ୍ରରେ ଯେଉଁମମାନେ ପ୍ରତିଦ୍ୱନ୍ଦିତା କରୁଛନ୍ତି ।  ସେମାନେ ନିରାଶ ହେବା ଉଚିତ୍ ନୁହେଁ । ସମସ୍ତେ ଜିତିବା ପାଇଁ ଲଢେଇ କରିବା ଦରକାର । ଲଢିଲେ ହିଁ ଲୋକମାନେ ଅଧିକ ଭୋଟ୍ ଦେଲେ ଆମ ଦେଶର ପ୍ରଜାତନ୍ତ୍ର ଅଧିକ ମଜଭୂତ୍ ହେବ । ଅଧିକ ଭୋଟ୍ ଦେବା ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଅଭିଯାନ ପ୍ରଶଂସନୀୟ । ଗଣତନ୍ତ୍ରକୁ ମଜଭୂତ୍ କରିବା ପାଇଁ ହେଲେ ଲୋକମାନେ ଅଧିକ ଭୋଟ୍ ହେବା ଦରକାର । ଗଣତନ୍ତ୍ରରେ ଭୋଟଦାନ ସବୁଠୁ ବଡ ଅଧିକାର । ଲୋକମାନଙ୍କୁ ସ୍ଥାନୀୟ ସରକାର ବିରୋଧରେ ଅଧିକରୁ ଅଧିକ ଭୋଟ୍ ଦେବେ ବୋଲି କେନ୍ଦ୍ରମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

Author Image

RELATED NEWS

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା